ଯିରିମୀୟ 44:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ। See the chapterପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଶାପ ଓ ନିନ୍ଦାର ପାତ୍ର ହେବ। See the chapterଓଡିଆ ବାଇବେଲ8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ। See the chapterପବିତ୍ର ବାଇବଲ8 ତୁମ୍ଭେମାନେ ଏହି ଯେ ମିଶର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏ ସ୍ଥାନରେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜଳାଇ କାହିଁକି ଆପଣା ଆପଣା ହସ୍ତକୃତ କର୍ମଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ବିନଷ୍ଟ ହେବ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରେ ଅଭିଶପ୍ତ ଓ ନିନ୍ଦାର ପାତ୍ର ହେବ। See the chapter |