ଯିରିମୀୟ 46:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ। See the chapterପବିତ୍ର ବାଇବଲ (Re-edited) - (BSI)22 ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶଦ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ। See the chapterଓଡିଆ ବାଇବେଲ22 ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।” See the chapterପବିତ୍ର ବାଇବଲ22 ମିଶର ସର୍ପତୁଲ୍ୟ ଶବ୍ଦକରି ପଳାଇବାକୁ ଚେଷ୍ଟା କରିବ। ମାତ୍ର ଶତ୍ରୁଗଣ ତା'ର ନିକଟରୁ ନିକଟତର ହେବେ। ସେମାନେ କାଠ କଟାଳୀ ସଦୃଶ କୁହ୍ରାଡ଼ି ନେଇ ତା’ ବିରୁଦ୍ଧରେ ଆକ୍ରମଣ କରିବେ।” See the chapter |