ଯିରିମୀୟ 46:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଲାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି। See the chapterପବିତ୍ର ବାଇବଲ (Re-edited) - (BSI)8 ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକି ପ୍ଳାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି। See the chapterଓଡିଆ ବାଇବେଲ8 ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, “ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକି ପ୍ଳାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।” See the chapterପବିତ୍ର ବାଇବଲ8 ଏହା ହେଉଛି ମିଶର ଯେ କି ନୀଳନଦୀ ତୁଲ୍ୟ ଉଠୁଅଛି। ତା'ର ଜଳରାଶି ନଦୀ ସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି। ଆଉ ସେ କହୁଅଛି, ‘ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଳାବିତ କରିବି, ମୁଁ ନଗର ସମୂହକୁ ଓ ତନ୍ନିବାସୀ ଲୋକମାନଙ୍କୁ ନଷ୍ଟ କରିବି।’ See the chapter |