ଯିରିମୀୟ 48:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 “ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)11 ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇ ଯାଇ ନାହିଁ; ଏଥିପାଇଁ ତାହାର ସ୍ଵାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ। See the chapterଓଡିଆ ବାଇବେଲ11 ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇ ଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।” See the chapterପବିତ୍ର ବାଇବଲ11 “ମୋୟାବ ଜନ୍ମରୁ ଦୁଃଖ କଷ୍ଟ ଜାଣି ନାହିଁ। ମୋୟାବ ଏକ ପାତ୍ରସ୍ଥ ମଦ ତୁଲ୍ୟ ସୁସ୍ଥିର ଅଛି। ସେ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ। କିଅବା ସେ ବନ୍ଦୀ ହୋଇ ଯାଇ ନାହିଁ, ଏଣୁ ତା'ର ସ୍ୱାଦ ତା’ ମଧ୍ୟରେ ଅଛି। ତାହାର ସୁବାସ ବିକୃତ ହୋଇ ନାହିଁ।” See the chapter |