ଯିରିମୀୟ 48:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)30 ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ। See the chapterଓଡିଆ ବାଇବେଲ30 ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ। See the chapterପବିତ୍ର ବାଇବଲ30 ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର କ୍ରୋଧ ଜାଣୁ, ମାତ୍ର ତାହା କିଛି ନୁହେଁ ଓ ସେମାନଙ୍କର ଗର୍ବସବୁର କିଛି ମାନେ ନାହିଁ। ଏହା ଭିତ୍ତିହୀନ ବୋଲି ପ୍ରମାଣ ହେବ। See the chapter |