ଯିରିମୀୟ 48:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)33 ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ତସବୁ ଦ୍ରାକ୍ଷାରସଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ। See the chapterଓଡିଆ ବାଇବେଲ33 ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ। See the chapterପବିତ୍ର ବାଇବଲ33 ମୋୟାବର ବିଶାଳ ଦ୍ରାକ୍ଷାକ୍ଷେତ୍ରରୁ ଆନନ୍ଦ ଉଲ୍ଲାସ ଦୂରୀଭୂତ ହୋଇଅଛି। ପୁଣି ମୁଁ ଦ୍ରାକ୍ଷାକୁଣ୍ଡଗୁଡ଼ିକୁ ଦ୍ରାକ୍ଷାରସ ଶୂନ୍ୟ କରିଅଛି। ଆଉ ଆଗକୁ କେହି ଆନନ୍ଦ ଉଲ୍ଲାସରେ ଦ୍ରାକ୍ଷା ମର୍ଦ୍ଦନ କରିବ ନାହିଁ। ଆନନ୍ଦଧ୍ୱନି ଲୋପ ପାଇବ। See the chapter |