ଯିରିମୀୟ 49:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି। See the chapterପବିତ୍ର ବାଇବଲ (Re-edited) - (BSI)21 ସେମାନଙ୍କର ପତନ ଶଦ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶଦ୍ଦ ଶୁଣାଯାଉଅଛି। See the chapterଓଡିଆ ବାଇବେଲ21 ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣାଯାଉଅଛି। See the chapterପବିତ୍ର ବାଇବଲ21 ଇଦୋମର ପତନ ଶବ୍ଦରେ ପୃଥିବୀ କମ୍ପିତ ହେଉଅଛି। ସେମାନଙ୍କର କ୍ରନ୍ଦନ ଶବ୍ଦ ଲୋହିତ ସାଗର ପର୍ଯ୍ୟନ୍ତ ଶୁଣାଯାଉଛି। See the chapter |