ଯିରିମୀୟ 49:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ‘ମୋʼ ନିକଟକୁ କିଏ ଆସିବ?’ See the chapterପବିତ୍ର ବାଇବଲ (Re-edited) - (BSI)4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ମୋʼ ନିକଟକୁ କିଏ ଆସିବ? See the chapterଓଡିଆ ବାଇବେଲ4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ମୋ’ ନିକଟକୁ କିଏ ଆସିବ ?” See the chapterପବିତ୍ର ବାଇବଲ4 ତୁମ୍ଭେମାନେ ତୁମ୍ଭମାନଙ୍କର ଶକ୍ତି ଓ ଧନ ସମ୍ପଦ ଉପରେ ଦର୍ପ କରୁଅଛ। ଏଥିପାଇଁ ତୁମ୍ଭେମାନେ କହୁଅଛ ଆମ୍ଭମାନଙ୍କ ପାଖକୁ କେହି ଆସିବେ ନାହିଁ।” See the chapter |