ଯିରିମୀୟ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା। See the chapterପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନସବୁରେ ଖୋଜ, ଯେବେ ନ୍ୟାୟାଚାରୀ ଓ ସତ୍ୟ ଅନ୍ଵେଷଣକାରୀ ଏକଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା । See the chapterଓଡିଆ ବାଇବେଲ1 ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା। See the chapterପବିତ୍ର ବାଇବଲ1 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯିରୁଶାଲମର ସବୁ ସଡ଼କରେ ବୁଲି ଦେଖ, ଗ୍ଭରିଆଡ଼କୁ ଗ୍ଭହିଁ ବୁଝ। ତହିଁର ଛକସ୍ଥାନ ସବୁ ଖୋଜ। ଯଦି ତୁମ୍ଭେମାନେ ଜଣେ ନ୍ୟାୟପରାୟଣ ଓ ସତ୍ୟାନୁସରଣକାରୀକୁ ପାଇବ, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା। See the chapter |