ଯିରିମୀୟ 50:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, କଲ୍ଦୀୟା ଲୁଟିତ ଦ୍ରବ୍ୟ ହେବ, ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ। See the chapterପବିତ୍ର ବାଇବଲ (Re-edited) - (BSI)10 ପୁଣି, କଲ୍ଦୀୟା ଲୁଟଦ୍ରବ୍ୟ ହେବ; ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ। See the chapterଓଡିଆ ବାଇବେଲ10 ପୁଣି, କଲ୍ଦୀୟା ଲୁଟିତ ଦ୍ରବ୍ୟ ହେବ,” ସଦାପ୍ରଭୁ କହନ୍ତି, “ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ। See the chapterପବିତ୍ର ବାଇବଲ10 ସେମାନେ କଲ୍ଦୀୟମାନଙ୍କର ସମସ୍ତ ଲୁଣ୍ଠନ କରିବେ। ସଦାପ୍ରଭୁ କହନ୍ତି, ସେମାନେ ନିଜର ସନ୍ତୋଷ ଅନୁସାରେ ଲୁଣ୍ଠନ କରିବେ।” See the chapter |