ଯିରିମୀୟ 50:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି। See the chapterପବିତ୍ର ବାଇବଲ (Re-edited) - (BSI)17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ଵରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି। See the chapterଓଡିଆ ବାଇବେଲ17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି। See the chapterପବିତ୍ର ବାଇବଲ17 “ଇସ୍ରାଏଲ ଛିନ୍ନଭିନ୍ନ ହୋଇଥିବା ମେଷ ସ୍ୱରୂପ ସେ ସିଂହମାନଙ୍କ ଦ୍ୱାରା ବିତାଡ଼ିତ ହୋଇଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶେଷରେ ବାବିଲର ରାଜା ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।” See the chapter |