ଯିରିମୀୟ 50:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ। See the chapterପବିତ୍ର ବାଇବଲ (Re-edited) - (BSI)24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ। See the chapterଓଡିଆ ବାଇବେଲ24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।” See the chapterପବିତ୍ର ବାଇବଲ24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାଶ ବସାଇଥିଲୁ, ଏବଂ ଅଜାଣତରେ ତୁମ୍ଭେ ସେହି ଫାଶରେ ପଡ଼ିଯାଇଛ। ତୁମ୍ଭକୁ ଧରାଗଲା କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲ See the chapter |