ଯିରିମୀୟ 50:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ। See the chapterପବିତ୍ର ବାଇବଲ (Re-edited) - (BSI)36 ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ଼୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ଼୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ। See the chapterଓଡିଆ ବାଇବେଲ36 ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ। See the chapterପବିତ୍ର ବାଇବଲ36 ଗଣକମାନେ ଖଡ଼୍ଗରେ ବଧ ହେବ, ସେମାନେ କେଡ଼େ ନିର୍ବୋଧ ତାହା ଦେଖାଇବା ପାଇଁ ଖଡ଼୍ଗ ସୈନ୍ୟମାନଙ୍କୁ ବିନାଶ କରିବ, ଫଳରେ ସେମାନେ ଭୟଭୀତ ହେବେ। See the chapter |