ଯିରିମୀୟ 50:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହାଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)9 କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହା ଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ। See the chapterଓଡିଆ ବାଇବେଲ9 କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହା ଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ। See the chapterପବିତ୍ର ବାଇବଲ9 ଆମ୍ଭେ ଉତ୍ତର ଦେଶ ବହୁ ଗୋଷ୍ଠୀଙ୍କୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ଆଣିବା। ସେମାନେ ତା’ ବିରୁଦ୍ଧରେ ସଜ୍ଜିତ ହୋଇ ଯୁଦ୍ଧ କରିବେ ଓ ବାବିଲ ସେମାନଙ୍କ ଦ୍ୱାରା ଅଧିକୃତ ହେବ। ସେମାନଙ୍କର ବାଣ ନିପୁଣ ବୀର ପୁରୁଷର ବାଣପରି ହେବ। କୌଣସି ବାଣ ବିଫଳ ହେବ ନାହିଁ। See the chapter |