ଯିରିମୀୟ 51:57 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ। See the chapterପବିତ୍ର ବାଇବଲ (Re-edited) - (BSI)57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତି-ଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ, ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ। See the chapterଓଡିଆ ବାଇବେଲ57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ। See the chapterପବିତ୍ର ବାଇବଲ57 ପୁଣି ଆମ୍ଭେ ତାହାର ଅଧିପତିଗଣକୁ, ତାହାର ଜ୍ଞାନୀ ଲୋକମାନଙ୍କୁ, ତାହାର ଦେଶାଧ୍ୟକ୍ଷ, ତାହାର ଅଧିପତିଗଣକୁ ଓ ତାହାର ବୀର ପୁରୁଷମାନଙ୍କୁ ମତ୍ତ କରାଇବା। ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହେବେ ଓ କେବେ ଜାଗ୍ରତ ହେବେ ନାହିଁ।” ଏହା ରାଜା କହନ୍ତି, ତାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ। See the chapter |