ଯିରିମୀୟ 51:62 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT62 ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’ See the chapterପବିତ୍ର ବାଇବଲ (Re-edited) - (BSI)62 ଆଉ କହିବ, ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ଵଂସସ୍ଥାନ ହେବ। See the chapterଓଡିଆ ବାଇବେଲ62 ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’ See the chapterପବିତ୍ର ବାଇବଲ62 ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ ତୁମ୍ଭେ ଏହାକୁ ବିନଷ୍ଟ କରିବ। ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବେ ନାହିଁ। ମାତ୍ର ତାହା ଚିରକାଳ ଧ୍ୱଂସ ସ୍ଥାନ ହୋଇ ରହିବ। See the chapter |