ଯିରିମୀୟ 52:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହି ସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା। See the chapterପବିତ୍ର ବାଇବଲ (Re-edited) - (BSI)20 ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ଵାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା। See the chapterଓଡିଆ ବାଇବେଲ20 ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ର ରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା। See the chapterପବିତ୍ର ବାଇବଲ20 ଦୁଇଟି ଖମ୍ବ, ସଦୃଶ ଡବା ଏବଂ କଂସାର ବାରଟି ବୃଷଭ, ଏହାକୁ ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିର ପାଇଁ ନିର୍ମାଣ କରିଥିଲେ। ଏହିସବୁ ଜିନିଷରେ ବ୍ୟବହୃତ ହୋଇଥିବା କଂସାର ଓଜନ ବହୁତ ଅଧିକ ଥିଲା। See the chapter |