ଯିରିମୀୟ 52:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା। See the chapterପବିତ୍ର ବାଇବଲ (Re-edited) - (BSI)26 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଳାକୁ ବାବିଲ ରାଜା କତିକି ନେଇଗଲା। See the chapterଓଡିଆ ବାଇବେଲ26 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା। See the chapterପବିତ୍ର ବାଇବଲ26-27 ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ବନ୍ଦୀକରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା। ତହୁଁ ବାବିଲ ରାଜା ହମାତ୍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ଆନୀତ ହେଲା। See the chapter |