ଯିରିମୀୟ 52:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ। See the chapterପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ତାହାର ଅଧିକାରର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ। See the chapterଓଡିଆ ବାଇବେଲ4 ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ। See the chapterପବିତ୍ର ବାଇବଲ4 ତା'ପରେ ରାଜତ୍ୱର ନବମ ବର୍ଷର, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୁଶାଲମକୁ ଆସିଲେ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ଛାଉଣି ସ୍ଥାପନ କଲେ। ସେମାନେ ଏହାର ଚତୁର୍ଦ୍ଦିଗରେ ପ୍ରବେଶ କରି ଅବରୋଧର କାର୍ଯ୍ୟ କଲେ। See the chapter |