ଯିରିମୀୟ 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ,” “ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।” See the chapterପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି। See the chapterଓଡିଆ ବାଇବେଲ4 ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି। See the chapterପବିତ୍ର ବାଇବଲ4 “ତୁମ୍ଭେମାନେ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ଉଠ, ଆମ୍ଭେମାନେ ମଧ୍ୟାହ୍ନରେ ଆକ୍ରମଣ କରିବା। ହାୟ, କାରଣ ଦିନର ଅବସାନ ହେଉଅଛି। ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି। See the chapter |