ଯିରିମୀୟ 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ;’ ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରି ପାରୁ? See the chapterପବିତ୍ର ବାଇବଲ (Re-edited) - (BSI)10 ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ଆମ୍ଭେମାନେ ଉଦ୍ଧାର ପାଇଲୁ; ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରିପାରୁ? See the chapterଓଡିଆ ବାଇବେଲ10 ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ; ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରିପାରୁ ?’ See the chapterପବିତ୍ର ବାଇବଲ10 ତୁମ୍ଭେମାନେ ଯଦି ଏହିସବୁ ଦୁଷ୍କର୍ମ କର, ତେବେ ତୁମ୍ଭେମାନେ କ’ଣ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ କହିପାରିବ, “ଆମ୍ଭେମାନେ ଉଦ୍ଧାର ପାଇଲୁଁ?” ଏତେସବୁ ଘୃଣ୍ୟ କର୍ମ କଲାପରେ ମଧ୍ୟ ଏହା କହିପାରିବ? See the chapter |