ଯିରିମୀୟ 7:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା। See the chapterପବିତ୍ର ବାଇବଲ (Re-edited) - (BSI)15 ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃସମୂହକୁ, ଅର୍ଥାତ୍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା। See the chapterଓଡିଆ ବାଇବେଲ15 ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା। See the chapterପବିତ୍ର ବାଇବଲ15 ଯେପରି ଇଫ୍ରୟିମରୁ ତୁମ୍ଭମାନଙ୍କର ଭାଇମାନଙ୍କୁ ତଡ଼ି ନେଇଥିଲୁ, ସେହିପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂରେଇ ଦେବା।’ See the chapter |