ଯିରିମୀୟ 7:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ। See the chapterପବିତ୍ର ବାଇବଲ (Re-edited) - (BSI)26 ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣା-ମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ। See the chapterଓଡିଆ ବାଇବେଲ26 ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ,ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ। See the chapterପବିତ୍ର ବାଇବଲ26 ମାତ୍ର ସେମାନେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସେମାନେ ଅବାଧ୍ୟ ହୋଇ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଗ୍ଭରୀ ହେଲେ। See the chapter |