ଯିରିମୀୟ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)17 ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ, ଏହା ସଦାପ୍ରଭୁ କହନ୍ତି। See the chapterଓଡିଆ ବାଇବେଲ17 “ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି। See the chapterପବିତ୍ର ବାଇବଲ17 “ହେ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ ଓ କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ। ସେମାନଙ୍କୁ କେହି ଅଟକାଇ ପାରିବେ ନାହିଁ।” ଏହା ସଦାପ୍ରଭୁ କହନ୍ତି। See the chapter |