ଯୋୟେଲ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)9 ସେମାନେ ନଗର ଉପରେ କୁଦନ୍ତି; ସେମାନେ ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି। See the chapterଓଡିଆ ବାଇବେଲ9 ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି। See the chapterପବିତ୍ର ବାଇବଲ9 ସେମାନେ ନଗର ଆଡ଼କୁ ଦୌଡ଼ନ୍ତି। ସେମାନେ ଦ୍ରୁତଗତିରେ କାନ୍ଥଗୁଡ଼ିକ ଆରୋହଣ କରନ୍ତି। ଘରଗୁଡ଼ିକରେ ଆରୋହଣ କରନ୍ତି। ଗ୍ଭେର ପରି ଝରକାବାଟେ ପ୍ରବେଶ କରନ୍ତି। See the chapter |