ଯୂନସ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ। See the chapterପବିତ୍ର ବାଇବଲ (Re-edited) - (BSI)16 ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ। See the chapterଓଡିଆ ବାଇବେଲ16 ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ। See the chapterପବିତ୍ର ବାଇବଲ16 ଯେତେବେଳେ ଲୋକମାନେ ଏହା ଦେଖିଲେ ସେମାନେ ଭୟଭୀତ ହୋଇ ପଡ଼ିଲେ ଏବଂ ସଦାପ୍ରଭୁଙ୍କୁ ଉପାସନା କଲେ। ସେମାନେ ସଦାପ୍ରଭୁଙ୍କୁ ବଳି ଦେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ମାନସିକ କରି ଶପଥ କଲେ। See the chapter |