ଯୂନସ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)7 ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା। See the chapterଓଡିଆ ବାଇବେଲ7 ମୋ’ ମଧ୍ୟରେ ମୋ’ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋ’ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା। See the chapterପବିତ୍ର ବାଇବଲ7 “ମୁଁ ଜୀବନର ସବୁ ଆଶା ଛାଡ଼ିଥିଲି କିନ୍ତୁ ତା'ପରେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଏବଂ ତୁମ୍ଭେ ତୁମ୍ଭ ପବିତ୍ର ମନ୍ଦିରରୁ ମୋର ପ୍ରାର୍ଥନା ଶୁଣିଲ। See the chapter |