ଯିହୋଶୂୟ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ତ୍ରାସ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି। See the chapterଓଡିଆ ବାଇବେଲ9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି। See the chapterପବିତ୍ର ବାଇବଲ9 “ମୁଁ ଜାଣେ, ସଦାପ୍ରଭୁ ଏହି ଦେଶକୁ ତୁମ୍ଭ ଲୋକମାନଙ୍କୁ ଦେଇଛନ୍ତି ଏବଂ ତୁମ୍ଭେମାନେ ଆମ୍ଭଙ୍କୁ ଭୟ ଜନ୍ମାଉଅଛ, ଏହି ସକାଶେ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କୁ ଭୟ କରିଛନ୍ତି। See the chapter |