ବିଳାପ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ। See the chapterପବିତ୍ର ବାଇବଲ (Re-edited) - (BSI)3 ସେ ପ୍ରଚଣ୍ତ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ଵଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ। See the chapterଓଡିଆ ବାଇବେଲ3 ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ। See the chapterପବିତ୍ର ବାଇବଲ3 ସଦାପ୍ରଭୁ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ସମସ୍ତ ଶକ୍ତି କାଟି ପକାଇଛନ୍ତି। ସେ ଶତ୍ରୁ ସମ୍ମୁଖରୁ ତାଙ୍କର ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଛନ୍ତି। ସେ ଅଗ୍ନିଶିଖା ପରି ଯାକୁବକୁ ଜ୍ୱଳାଇଛନ୍ତି ଓ ତାହା ଚତୁର୍ଦ୍ଦିଗରେ ଥିବା ସବୁକିଛି ଗ୍ରାସ କରିଛନ୍ତି। See the chapter |