ବିଳାପ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡ଼ିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)7 ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତି ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି। See the chapterଓଡିଆ ବାଇବେଲ7 ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି। See the chapterପବିତ୍ର ବାଇବଲ7 ସଦାପ୍ରଭୁ ଆପଣା ଯଜ୍ଞବେଦି ଓ ପବିତ୍ର ଉପାସନା ସ୍ଥାନକୁ ଦୂର କରିଛନ୍ତି। ସେ ତା'ର ମନ୍ଦିରର ପ୍ରାଚୀରକୁ ନିଜର ଶତ୍ରୁମାନଙ୍କୁ ଦେଇଛନ୍ତି। ଶତ୍ରୁଗଣ ଉତ୍ସବ ଦିନ ଅତି ଆନନ୍ଦରେ ସଦାପ୍ରଭୁଙ୍କ ମନ୍ଦିରରେ ଧ୍ୱନି କରୁଛନ୍ତି। See the chapter |