ବିଳାପ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତମଣି ତୁଲ୍ୟ ଥିଲା। See the chapterପବିତ୍ର ବାଇବଲ (Re-edited) - (BSI)7 ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକା; ମଣି ତୁଲ୍ୟ ଥିଲା; See the chapterଓଡିଆ ବାଇବେଲ7 ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତ ମଣି ତୁଲ୍ୟ ଥିଲା। See the chapterପବିତ୍ର ବାଇବଲ7 ଯିହୁଦାର କେତେକ ଲୋକ ପରମେଶ୍ୱରଙ୍କୁ ସ୍ୱତନ୍ତ୍ର ଭାବରେ ଉତ୍ସର୍ଗୀକୃତ ହୋଇଥିଲେ। ସେମାନେ ନିର୍ମଳ ଥିଲେ; ସେମାନେ ହିମ ଅପେକ୍ଷା ଅଧିକ ଶୁଭ୍ର, ଦୁଗ୍ଧଠାରୁ ଅଧିକ ଶୁକ୍ଳ ଥିଲେ। ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ ଓ ସେମାନଙ୍କର କ୍ଳାନ୍ତି ନୀଳକାନ୍ତ ମଣି ତୁଲ୍ୟ ଥିଲା। See the chapter |