ବିଳାପ 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ। See the chapterପବିତ୍ର ବାଇବଲ (Re-edited) - (BSI)7 ଆମ୍ଭମାନଙ୍କର ପିତୃଲୋକମାନେ ପାପ କରିଅଛନ୍ତି, ଆଉ ସେମାନେ ନାହାନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ। See the chapterଓଡିଆ ବାଇବେଲ7 ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ। See the chapterପବିତ୍ର ବାଇବଲ7 ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଥିଲେ, ଏବଂ ଏବେ ସେମାନେ ନାହାନ୍ତି। ମାତ୍ର ସେମାନଙ୍କର ପାପର ଭାର ଆମ୍ଭେମାନେ ବହନ କରିଛୁ ଏବଂ ଦୁଃଖ ଭୋଗ କରୁଅଛୁ। See the chapter |