ଲେବୀୟ ପୁସ୍ତକ 11:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ। See the chapterପବିତ୍ର ବାଇବଲ (Re-edited) - (BSI)35 ପୁଣି ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ହାଣ୍ତିଟାଙ୍ଗରା ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ। See the chapterଓଡିଆ ବାଇବେଲ35 ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ। See the chapterପବିତ୍ର ବାଇବଲ35 ପୁଣି ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କର ଶବର କିଛି ପଡ଼େ, ତାହା ଅଶୁଚି ହେବ, ତୁନ୍ଦୁର ହେଉ କିମ୍ବା ହାଣ୍ଡି ହେଉ ତାହା ଭଙ୍ଗା ଯିବ, ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପାଇଁ ଅଶୁଚି ହେବ। See the chapter |