ଲେବୀୟ ପୁସ୍ତକ 11:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ। See the chapterପବିତ୍ର ବାଇବଲ (Re-edited) - (BSI)36 ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଏଁ, ସେ ଅଶୁଚି ହେବ। See the chapterଓଡିଆ ବାଇବେଲ36 ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ। See the chapterପବିତ୍ର ବାଇବଲ36 “କୌଣସି ଝରଣା କିମ୍ବା କୂପରେ ଥିବା ଜଳ ଶୁଚି ହେବ। ମାତ୍ର ଯେକେହି ସେମାନଙ୍କର ଶବ ଛୁଏଁ ସେ ଅଶୁଚି ହେବ। See the chapter |