ଲେବୀୟ ପୁସ୍ତକ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ଯଦି ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ, ତହିଁରୁ ଗୋଟିଏକୁ ହୋମାର୍ଥକ ବଳି ରୂପେ ଓ ଅନ୍ୟଟିକୁ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ।” See the chapterପବିତ୍ର ବାଇବଲ (Re-edited) - (BSI)8 ମାତ୍ର ଯେବେ ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ନେଇ, ତହିଁରୁ ଗୋଟିକି ହୋମାର୍ଥେ ଓ ଅନ୍ୟଟିକି ପାପାର୍ଥେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ। See the chapterଓଡିଆ ବାଇବେଲ8 ମାତ୍ର ଯଦି ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ, ତହିଁରୁ ଗୋଟିଏକୁ ହୋମାର୍ଥକ ବଳି ରୂପେ ଓ ଅନ୍ୟଟିକୁ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ।” See the chapter |