ଲେବୀୟ ପୁସ୍ତକ 13:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ। See the chapterପବିତ୍ର ବାଇବଲ (Re-edited) - (BSI)7 ମାତ୍ର ସେ ଶୌଚ ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯେବେ ତାହାର ପାମା ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ। See the chapterଓଡିଆ ବାଇବେଲ7 ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ। See the chapterପବିତ୍ର ବାଇବଲ7 “ମାତ୍ର ସେ ଶୌଚ ନିମନ୍ତେ ନିଜକୁ ଯାଜକକୁ ଦେଖାଇଲା ପରେ ଯେବେ ତା'ର ଘା’ ଚର୍ମ ଉପରେ ବ୍ୟାପେ, ତେବେ ସେ ପୁନର୍ବାର ଯାଜକକୁ ଦେଖାଇବ। See the chapter |