ଲେବୀୟ ପୁସ୍ତକ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ। See the chapterପବିତ୍ର ବାଇବଲ (Re-edited) - (BSI)8 ତହିଁରେ ପାମା ତାହାର ଚର୍ମରେ ବ୍ୟାପିଲା, ଏପରି ଯେବେ ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହା କୁଷ୍ଠ ରୋଗ। See the chapterଓଡିଆ ବାଇବେଲ8 ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ। See the chapterପବିତ୍ର ବାଇବଲ8 ଯାଜକ ଯଦି ଦେଖିବ ସେହି କ୍ଷତି ଚର୍ମରେ ବ୍ୟାପିଲା, ତେବେ ସେ ତାକୁ ଅଶୁଚି ବୋଲି ପ୍ରକାଶ କରିବ ଏବଂ ତାହା କୁଷ୍ଠରୋଗ। See the chapter |