ଲେବୀୟ ପୁସ୍ତକ 18:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି। See the chapterପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରଜାତା। See the chapterଓଡିଆ ବାଇବେଲ12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି। See the chapterପବିତ୍ର ବାଇବଲ12 “ତୁମ୍ଭେ ନିଜର ପିଉସୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ପିତାଙ୍କ ଅତି ନିକଟ ସମ୍ପର୍କୀୟ। See the chapter |