ଲେବୀୟ ପୁସ୍ତକ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। See the chapterପବିତ୍ର ବାଇବଲ (Re-edited) - (BSI)9 ପୁଣି, ଯାଜକ ସେହି ଭକ୍ଷ୍ୟ-ନୈବେଦ୍ୟରୁ ତତ୍-ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। See the chapterଓଡିଆ ବାଇବେଲ9 ପୁଣି, ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। See the chapterପବିତ୍ର ବାଇବଲ9 ପୁଣି ଯାଜକ ସେହି ଭଜା ଶସ୍ୟରୁ କିଛି ଅଂଶ ନେବା ଉଚିତ୍ ଓ ଯଜ୍ଞବେଦି ଉପରେ ଏହି ସ୍ମରଣାର୍ଥକ ଅଂଶ ଦଗ୍ଧ କରିବା ଉଚିତ୍। ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ଅଟେ। See the chapter |