ଲେବୀୟ ପୁସ୍ତକ 21:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)5 ସେମାନେ ଆପଣା ଆପଣା ମସ୍ତକ ମୁଣ୍ତନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ। See the chapterଓଡିଆ ବାଇବେଲ5 ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ। See the chapterପବିତ୍ର ବାଇବଲ5 “ଆଉ ଯାଜକଗଣ ସେମାନଙ୍କର ମସ୍ତକ ମୁଣ୍ଡନ କରିବେ ନାହିଁ। ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିମ୍ବା ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ। See the chapter |