ଲେବୀୟ ପୁସ୍ତକ 22:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ। See the chapterପବିତ୍ର ବାଇବଲ (Re-edited) - (BSI)21 ଆଉ, କୌଣସି ଲୋକ ଯେବେ ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ ଅବା ପଲରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁଣ ହେବ; ତାହାଠାରେ କୌଣସି ଖୁଣ ନ ଥିବ। See the chapterଓଡିଆ ବାଇବେଲ21 ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗ ପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ। See the chapterପବିତ୍ର ବାଇବଲ21 “ମାତ୍ର କୌଣସି ଲୋକ ମାନସିକ ସିଦ୍ଧି ନିମନ୍ତେ ଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ ଅବା ପଲରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁଣ ପଶୁ ହେବ ଓ ତାହାଠାରେ କୌଣସି ଖୁଣ ନ ଥିବ। See the chapter |