ଲେବୀୟ ପୁସ୍ତକ 23:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହା ବିଶ୍ରାମ, ଅର୍ଥାତ୍, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ। See the chapterପବିତ୍ର ବାଇବଲ (Re-edited) - (BSI)24 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ଅର୍ଥାତ୍, ତୂରୀଧ୍ଵନି ଦ୍ଵାରା ସ୍ମରଣାର୍ଥକ ପବିତ୍ର ସଭା ହେବ। See the chapterଓଡିଆ ବାଇବେଲ24 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ଅର୍ଥାତ୍, ତୂରୀଧ୍ୱନୀ ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ। See the chapterପବିତ୍ର ବାଇବଲ24 “ଇସ୍ରାଏଲର ସନ୍ତାନଗଣଙ୍କୁ ତୁମ୍ଭେ କୁହ, ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ। See the chapter |