ଲେବୀୟ ପୁସ୍ତକ 23:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି। See the chapterପବିତ୍ର ବାଇବଲ (Re-edited) - (BSI)31 ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁ-କ୍ରମେ ପାଳନୀୟ ଅନନ୍ତକାଳୀନ ବିଧି। See the chapterଓଡିଆ ବାଇବେଲ31 ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି। See the chapterପବିତ୍ର ବାଇବଲ31 ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ ସେଦିନ କରିବ ନାହିଁ। ଏହା ତୁମ୍ଭମାନଙ୍କର ସମସ୍ତ ଗୃହରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବ୍ୟବସ୍ଥା ଅଟେ। See the chapter |