Online Bible

- Advertisements -




ଲେବୀୟ ପୁସ୍ତକ 25:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭେମାନେ ଏକଆରେକର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।

See the chapter Copy

ଓଡିଆ ବାଇବେଲ

17 ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

See the chapter Copy

ପବିତ୍ର ବାଇବଲ

17 ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ। କିନ୍ତୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

See the chapter Copy




ଲେବୀୟ ପୁସ୍ତକ 25:17

Follow us:

Advertisements


Advertisements