ଲେବୀୟ ପୁସ୍ତକ 25:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ସପ୍ତମ ବର୍ଷରେ ଭୂମିର ମହା ବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)4 ମାତ୍ର ସପ୍ତମ ବର୍ଷରେ ଭୂମିର ମହାବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ। See the chapterଓଡିଆ ବାଇବେଲ4 ମାତ୍ର ସପ୍ତମ ବର୍ଷରେ ଭୂମିର ମହାବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ। See the chapterପବିତ୍ର ବାଇବଲ4 ମାତ୍ର ସପ୍ତମ ବର୍ଷରେ ଭୁମିକୁ ତୁମ୍ଭେମାନେ ବିଶ୍ରାମ ଦେବ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହା ମହାବିଶ୍ରାମ ହେବ। ତୁମ୍ଭେମାନେ ନିଜ କ୍ଷେତ୍ରରେ ବୀଜ ବୁଣିବ ନାହିଁ କି ନିଜ ଦ୍ରାକ୍ଷାଲତା ଝାଡ଼ିବ ନାହିଁ। See the chapter |