Online Bible

- Advertisements -




ଲେବୀୟ ପୁସ୍ତକ 25:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥାʼନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

45 ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନମାନଙ୍କଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେ ଯେ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥାʼନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ।

See the chapter Copy

ଓଡିଆ ବାଇବେଲ

45 ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥା’ନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ।

See the chapter Copy

ପବିତ୍ର ବାଇବଲ

45 ଯେଉଁ ପ୍ରବାସୀ ବିଦେଶୀମାନେ ତୁମ୍ଭ ସହିତ ବାସ କରୁଛନ୍ତି ଏବଂ ସେମାନଙ୍କର ପରିବାରର ସଭ୍ୟ ତୁମ୍ଭ ଦେଶରେ ଜନ୍ମନ୍ତି, ସେମାନଙ୍କ ସନ୍ତାନମାନଙ୍କୁ ତୁମ୍ଭେ କିଣି ପାରିବ। ସେମାନେ ତୁମ୍ଭର କ୍ରୀତଦାସ ଓ କ୍ରୀତଦାସୀ ହେବେ।

See the chapter Copy




ଲେବୀୟ ପୁସ୍ତକ 25:45

Follow us:

Advertisements


Advertisements