ଲେବୀୟ ପୁସ୍ତକ 25:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ। See the chapterପବିତ୍ର ବାଇବଲ (Re-edited) - (BSI)9 ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶଦ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ। See the chapterଓଡିଆ ବାଇବେଲ9 ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ। See the chapterପବିତ୍ର ବାଇବଲ9 ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ, ପ୍ରାୟଶ୍ଚିତ ଦିନରେ ତୁମ୍ଭେମାନେ ନିଜର ସମଗ୍ର ଦେଶରେ ତୂରୀ ବଜାଇବ। See the chapter |