Online Bible

- Advertisements -




ଲେବୀୟ ପୁସ୍ତକ 26:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବିହ୍ଵଳତା, ଅର୍ଥାତ୍, ଯକ୍ଷ୍ମା ଓ ଜ୍ଵର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।

See the chapter Copy

ଓଡିଆ ବାଇବେଲ

16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।

See the chapter Copy

ପବିତ୍ର ବାଇବଲ

16 ଯଦି ତୁମ୍ଭେମାନେ ତାହା କର, ତେବେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଭୟଙ୍କର ଅଘଟଣ ଘଟାଇବା। ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯକ୍ଷ୍ମା ଓ ଜ୍ୱର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ, ପ୍ରାଣ କ୍ଷୟ କରିବ। ଆଉ ତୁମ୍ଭେମାନେ ବୃଥାରେ ବୀଜ ବୁଣିବ, କାରଣ ଶତ୍ରୁମାନେ ତାକୁ ଖାଇଯିବେ।

See the chapter Copy




ଲେବୀୟ ପୁସ୍ତକ 26:16

Follow us:

Advertisements


Advertisements