ଲେବୀୟ ପୁସ୍ତକ 26:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ।” See the chapterପବିତ୍ର ବାଇବଲ (Re-edited) - (BSI)45 ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ। See the chapterଓଡିଆ ବାଇବେଲ45 ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ।” See the chapterପବିତ୍ର ବାଇବଲ45 ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷଙ୍କ ସହିତ କରିଥିବା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଅଛୁ। ଆମ୍ଭେ ସଦାପ୍ରଭୁ ଅଟୁ।” See the chapter |