ଲେବୀୟ ପୁସ୍ତକ 27:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ। See the chapterପବିତ୍ର ବାଇବଲ (Re-edited) - (BSI)27 ପୁଣି ଯେବେ ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ। See the chapterଓଡିଆ ବାଇବେଲ27 ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ। See the chapterପବିତ୍ର ବାଇବଲ27 ମାତ୍ର ପ୍ରଥମଜାତ ପଶୁ ଯଦି ଅଶୁଚି ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ ଓ ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ। ସେ ଯଦି ମୁକ୍ତ କରି ନ ପାରେ ତେବେ ଯାଜକ ତାହା ନିରୂପିତ ମୂଲ୍ୟରେ ବିକ୍ରୀ କରିବ। See the chapter |